ବିଜେପି ପ୍ରାର୍ଥୀଙ୍କୁ ଆକ୍ରମଣ ଅଭିଯୋଗ

କୋଣାର୍କ(ସଞ୍ଜୟ ପତି):ପୁରୀ କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀ ରବି ମଲ୍ଲିକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବିଧାୟକ ପ୍ରାର୍ଥୀ ରବି ମଲ୍ଲିକଙ୍କୁ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଗାଁରେ ଅଟକ ରଖିବା ସହ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ରବି ମଲ୍ଲିକ ଶ୍ରୀରାମପୁର ଗାଁକୁ ନିଜର କର୍ମୀମାନଙ୍କୁ ଭେଟିବାକୁ ଯାଇଥିଲେ। ସେଠାରେ କଂଗ୍ରେସ କର୍ମୀମାନେ ତାଙ୍କୁ ବିରୋଧ କରିଥିଲେ।

ସେଠାରେ ତାଙ୍କୁ ଆକ୍ରମଣ କରାଯାଇଥିଲା ଓ ତାଙ୍କୁ ଅଟକ ରଖାଯାଇଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ରବି ମଲ୍ଲିକଙ୍କୁ ଉଦ୍ଧାର କରିଥିଲା। ଏନେଇ ରବି ମଲ୍ଲିକ କାକଟପୁର ଥାନାରେ ଏତଲା ଦେଇଛନ୍ତି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like