ବୈଜୟନ୍ତଙ୍କ ଉଦ୍ୟମରେ ଫସି ରହିଥିବା ପ୍ରବାସୀ ଓଡ଼ିଆଙ୍କ ପାଖରେ ପହଞ୍ଚିଲା ଖାଦ୍ୟସାମଗ୍ରୀ

ଭୁବନେଶ୍ୱର: ଲକ୍‌ଡାଉନ ଯୋଗୁ ସୁରତରେ ଫସି ରହି ହଇରାଣ ହରକତ ହେଉଥିବା ୫୭ ଜଣ ଓଡ଼ିଆଙ୍କ ନିକଟରେ ପହଞ୍ଚିଲା ଖାଦ୍ୟ ସାମଗ୍ରୀ। ଓଡ଼ିଆଙ୍କୁ ତୁରନ୍ତ ସାହାଯ୍ୟ ସହଯୋଗ କରିଥିବାରୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଗୁଜରାଟ ବିଜେପି କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଦେଇଛନ୍ତି।

ଲକଡାଉନ ଯୋଗୁ ନୟାଗଡ଼ ଜିଲ୍ଲାର ୫୭ ଜଣ ଶ୍ରମିକ ସୁରତ ଅଞ୍ଚଳରେ ଫସି ରହିଛନ୍ତି। ଓଡ଼ିଆ ଶ୍ରମିକଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ବୈଜୟନ୍ତଙ୍କୁ ଅନୁରୋଧ କରିଥିଲେ। ଜଣେ ଯୁବନେତା ବୈଜୟନ୍ତ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଗୁଜରାଟ ବିଜେପି କର୍ମକର୍ତ୍ତା ଓଡ଼ିଆଙ୍କ ନିକଟରେ ପହଞ୍ଚି ଖାଦ୍ୟ ସମାଗ୍ରୀ ଯୋଗାଇ ଦେଇଛନ୍ତି।

ସହାୟତା ମିଳିଥିବାରୁ ଓଡ଼ିଶା ଶ୍ରମିକମାନେ ମଧ୍ୟ ବୈଜୟଙ୍କୁ ଏକ ଭିଡିଓ ବାର୍ତ୍ତାରେ କୃତଜ୍ଞତା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like