ବୈଜୟନ୍ତଙ୍କ ଉଦ୍ୟମରେ ଗୁଣ୍ଟୁର୍‌ରେ ଫସିଥିବା ଓଡ଼ିଆଙ୍କ ପାଖରେ ପହଞ୍ଚିଲା ଖାଦ୍ୟସାମଗ୍ରୀ

ଭୁବନେଶ୍ୱର: ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରରେ ଫସି ରହିଥିବା ୨୫୦ ଜଣ ପ୍ରବାସୀ ଓଡ଼ିଆଙ୍କ ପାଖରେ ଖାଦ୍ୟ ସାମଗ୍ରୀ ପହଞ୍ଚିଛି । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ସ୍ଥାନୀୟ ବିଜେପି ନେତା ଓ କର୍ମୀ ଓଡ଼ିଆମାନଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦେଇଛନ୍ତି ।

ବିଭିନ୍ନ କମ୍ପାନୀରେ କାମ କରୁଥିବା କେନ୍ଦ୍ରାପଡ଼ା ଅଞ୍ଚଳର ୨୫୦ ଜଣ ଓଡ଼ିଆ ଲକଡାଉନ ଯୋଗୁଁ ଗୁଣ୍ଟୁରରେ ଫସି ରହିଥିଲେ । ଖାଦ୍ୟ ସାମଗ୍ରୀ ଯୋଗାଇଦେବାକୁ ସେମାନେ ବୈଜୟନ୍ତଙ୍କୁ ନିବେଦନ କରିଥିଲେ ।

ଏନେଇ ବୈଜୟନ୍ତ ଗୁଣ୍ଟୁର ବିଜେପି ଓବିସି ମୋର୍ଚ୍ଚା ସଭାପତି ଜେ. ରମ୍ମୁଙ୍କୁ ଜଣାଇଥିଲେ। ବୈଜୟନ୍ତଙ୍କ ନିର୍ଦ୍ଦେଶ ପରେ ରେମ୍ମୁଙ୍କ ନେତୃତ୍ୱରେ ବିଜେପି କର୍ମୀ ଖାଦ୍ୟ ସାମଗ୍ରୀ ନେଇ ଓଡ଼ିଆଙ୍କ ପାଖରେ ପହଞ୍ଚାଇଥିଲେ।

ଭୋକ ଉପାସରେ ଥିବା ଓଡ଼ିଆଙ୍କୁ ଖାଦ୍ୟ ଯୋଗାଇ ଦେଇଥିବାରୁ ଆନ୍ଧ୍ର ପ୍ରଦେଶ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ବୈଜୟନ୍ତ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like