ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ସମ୍ବଲପୁରର ବିଜେପି ବିଧାୟକ ଜୟନାରାୟଣ ମିଶ୍ର। ଆସନ୍ତା ୨୩ ତାରିଖରେ ନୂଆଁଖାଇ ପଡୁଛି।

ସମ୍ବଲପୁରରେ ୨୨ ଓ ୨୩ ତାରିଖରେ ସଟ୍‌ଡାଉନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ଏହାର ପ୍ରଭାବ ପଡ଼ିବ ନୂଆଖାଇରେ ପର୍ବ ପାଳନ ସହିତ କିଣାବିକା ଓ ଯାଆସ ପ୍ରଭାବିତ ହେବାର ଆଶଙ୍କା ଅଛି। ତେଣୁ ସଟ୍‌ଡାଉନ୍ ସମୟରେ ପରିବର୍ତ୍ତନ କରି ଦୁଇ ଦିନ ପୂର୍ବରୁ ବା ପରେ ସଟ୍ ଡାଉନ୍ ଲାଗୁ କରିବାକୁ ଜୟନାରାୟଣ ମିଶ୍ର ଅନୁରୋଧ କରିଛନ୍ତି।

ଆହୁରି ପଢ଼ନ୍ତୁ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

You might also like