ବିଜେପି ନେତା ଜୟରାମ ପାଙ୍ଗିଙ୍କୁ କରୋନା

କୋରାପୁଟ: ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗି ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ପାଙ୍ଗି ଏହି ସୂଚନା ଦେଇଛନ୍ତି।

ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍ କ୍ୱାରେଣ୍ଟିନ୍‌ରେ ରହିଥିବା ସୂଚନା ମିଳିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like