ବିଜେପି ନେତା ଜୟରାମ ପାଙ୍ଗିଙ୍କୁ କରୋନା
କୋରାପୁଟ: ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗି ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ପାଙ୍ଗି ଏହି ସୂଚନା ଦେଇଛନ୍ତି।
ଆହୁରି ପଢ଼ନ୍ତୁ
ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍ କ୍ୱାରେଣ୍ଟିନ୍ରେ ରହିଥିବା ସୂଚନା ମିଳିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି।