”ଅଜ୍ଞାତବାସରେ ମୁଖ୍ୟମନ୍ତ୍ରୀ, ନ୍ୟାୟ ମିଳିବ କେମିତି?”

କଟକ: କଟକରେ ଜଣେ ନାବାଳିକାଙ୍କୁ ୨୨ ଦିନ ଧରି ଗଣଦୁଷ୍କର୍ମ ମାମଲାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି। କଟକ ଭଳି ଜାଗାରେ ୨୨ ଦିନ ଦୁଷ୍କର୍ମ କରାଗଲା କିନ୍ତୁ ପୋଲିସ କେମିତି ଟେର ପାଇଲାନି ବୋଲି ପ୍ରଶ୍ନ କରିଛନ୍ତି ବିଜେପି ସାଧାରଣ ସଂପାଦିକା ଲେଖାଶ୍ରୀ ସାମନ୍ତ ସିଂହାର।

ପୀଡ଼ିତା ତିର୍ତ୍ତୋଲର ଝିଅ ହୋଇଥିବା ବେଳେ ସରକାରୀ ଦଳ ସେଠି ର୍ନିବାଚନ ଲଢ଼ିବାକୁ ବସିଛି। ଏହି ଘଟଣାରେ ମହିଳା ଶିଶୁ କଲ୍ୟାଣ ମନ୍ତ୍ରୀ, ଗୃହ ମନ୍ତ୍ରୀ ମୁହଁ ଖୋଲନ୍ତୁ ବୋଲି ବିଜେପି କହିଛି।

ମହିଳା କମିଶନ ରାଜନୈତିକ ଅଭିସନ୍ଧି ରଖି ମୁହଁ ଖୋଲୁଛନ୍ତି ବୋଲି ଲେଖାଶ୍ରୀ ଅଭିଯୋଗ କରିଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ।

ତେବେ ଏନେଇ ମହିଳା କମିଶନଙ୍କ ପ୍ରତିକ୍ରିୟା ମିଳିନଥିବା ବେଳେ ବିଜେଡି ନେତା ଦେବୀ ମିଶ୍ର କହିଛନ୍ତି ଲେଖାଶ୍ରୀଙ୍କ ଥିଓରିରେ ମୁଁ ପଶିବାକୁ ଚାହୁଁନି।

ଆହୁରି ପଢ଼ନ୍ତୁ

ପିଜି ପ୍ରବେଶିକା ପରୀକ୍ଷାର ସମୟସାମା ଦୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ

ସନ୍ଦିଗ୍ଧ ଆତଙ୍କୀ ଲିଙ୍କରେ ଭୁବନେଶ୍ୱରରୁ ଜଣକୁ ଉଠାଇ ନେଲା NIA

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

You might also like