• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

କଟକ: କଟକରେ ଜଣେ ନାବାଳିକାଙ୍କୁ ୨୨ ଦିନ ଧରି ଗଣଦୁଷ୍କର୍ମ ମାମଲାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି। କଟକ ଭଳି ଜାଗାରେ ୨୨ ଦିନ ଦୁଷ୍କର୍ମ କରାଗଲା କିନ୍ତୁ ପୋଲିସ କେମିତି ଟେର ପାଇଲାନି ବୋଲି ପ୍ରଶ୍ନ କରିଛନ୍ତି ବିଜେପି ସାଧାରଣ ସଂପାଦିକା ଲେଖାଶ୍ରୀ ସାମନ୍ତ ସିଂହାର।

ପୀଡ଼ିତା ତିର୍ତ୍ତୋଲର ଝିଅ ହୋଇଥିବା ବେଳେ ସରକାରୀ ଦଳ ସେଠି ର୍ନିବାଚନ ଲଢ଼ିବାକୁ ବସିଛି। ଏହି ଘଟଣାରେ ମହିଳା ଶିଶୁ କଲ୍ୟାଣ ମନ୍ତ୍ରୀ, ଗୃହ ମନ୍ତ୍ରୀ ମୁହଁ ଖୋଲନ୍ତୁ ବୋଲି ବିଜେପି କହିଛି।

ମହିଳା କମିଶନ ରାଜନୈତିକ ଅଭିସନ୍ଧି ରଖି ମୁହଁ ଖୋଲୁଛନ୍ତି ବୋଲି ଲେଖାଶ୍ରୀ ଅଭିଯୋଗ କରିଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ।

ତେବେ ଏନେଇ ମହିଳା କମିଶନଙ୍କ ପ୍ରତିକ୍ରିୟା ମିଳିନଥିବା ବେଳେ ବିଜେଡି ନେତା ଦେବୀ ମିଶ୍ର କହିଛନ୍ତି ଲେଖାଶ୍ରୀଙ୍କ ଥିଓରିରେ ମୁଁ ପଶିବାକୁ ଚାହୁଁନି।

https://www.youtube.com/watch?v=-LdAbFt40LA

Bjp-leader-lekhashree-slams-state-government-over-cuttack-rape-case
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories