ନଦୀବନ୍ଧ କାମ ଦୁର୍ବଳ ହୋଇଛି: ବୈଜୟନ୍ତ

କେନ୍ଦ୍ରାପଡ଼ା: ନଦୀବନ୍ଦ କାମ ଦୁର୍ବଳ ହୋଇଥିବା ଅଭିଯୋଗ। କେନ୍ଦ୍ରାପଡ଼ା ଡେରାବିଶ ବ୍ଲକର ବେଣିପୁର ଘାଇର ନଦୀବନ୍ଧ କାମ ଦୁର୍ବଳ ହୋଇଥିବା ଅଭିଯୋଗ କରି ତଦନ୍ତ ଦାବି କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।  କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇ ଓ ମହକାଳପଡ଼ାରେ ବନ୍ୟାଞ୍ଚଳ ପରିଦର୍ଶନ ଅବସରରେ ସେ ଏ ଅଭିଯୋଗ ଆଣିଛନ୍ତି।

ସେ କହିଛନ୍ତି ଯେ, କିଛି ମାସ ତଳେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇ ବନ୍ଧ ହୋଇଥିବା କୁହାଯାଉଛି। ଲୋକଙ୍କ ଅଭିଯୋଗ ନେଇ ତଦନ୍ତ କରାଯିବା ଆବଶ୍ୟକ। ଅଭିଯୋଗର ସତ୍ୟତା ଥିଲେ କଡ଼ା ପଦକ୍ଷେପ ନିଆଯିବା ଉଚିତ ବୋଲି କହିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

ଜିଲ୍ଲାର ମଣ୍ଡିଆ, ରାଘପୁର, ଅଭୟପୁର, ପିକିରାଳି ଅଂଚଳ ବୁଲି ଲୋକଙ୍କ ଅବସ୍ଥା ପଚାରି ବୁଝିଥିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

ଆହୁରି ପଢ଼ନ୍ତୁ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

You might also like