ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କୁ ଭେଟିଲେ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଭେଟିଛନ୍ତି।

ବିଜେପିର ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମରେ ଅବସର ବେଉରିଆଙ୍କୁ ଭେଟି ବୈଜୟନ୍ତ ପଣ୍ଡା ଜମ୍ମୁ ଓ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଓ ଏହାର ଗ୍ରହଣୀୟତା ନେଇ ତାଙ୍କ ସହ ଆଲୋଚନା କରିଛନ୍ତି।

ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରି ବେଶ୍‌ ସୁନାମ ଅର୍ଜନ କରିଛନ୍ତି ଅବସର ବେଉରି‌ଆ। ସେହିପରି ବିଶିଷ୍ଟ ସାହିତ୍ୟିକ ସୀତାକାନ୍ତ ମହାପାତ୍ରଙ୍କୁ ମଧ୍ୟ ତାଙ୍କ ବାସଭବନରେ ଭେଟିଛନ୍ତି ବୈଜୟନ୍ତ ପଣ୍ଡା। ଉଭୟଙ୍କୁ ଭେଟିବା ବେଳେ ବୈଜୟନ୍ତଙ୍କ ସହ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ମଧ୍ୟ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

ମିଳିଲାନି କାନ୍ଧ; ଗାଁ ଦାଣ୍ଡରେ ପଡି ରହିଲା ଶବ

You might also like