ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଘେରିଲା ବିଜେପି

ଧାନ ବିକ୍ରି ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ଚାଲେଞ୍ଜ ପ୍ରସଙ୍ଗ

ଭୁବନେଶ୍ୱର : ଏମ୍ଏସ୍‌ପି ଠାରୁ କମ୍ ଦରରେ ଧାନ ବିକ୍ରି ହେଉଥିବା ଅଭିଯୋଗକୁ ଚାଲେଞ୍ଜ କରିଥିବା ସମବାୟ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଘେରିଛି ବିଜେପି। କୁଇଣ୍ଟାଲ ପିଛା ୧୭୫୦ଟଙ୍କାରୁ କମ୍ ଦରରେ ମଣ୍ଡିରେ ଚାଷୀ ଧାନ ବିକୁଥିଲେ ସେ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଦେବେ ବୋଲି ଗତକାଲି କହିଥିଲେ ସୂର୍ଯ୍ୟ ପାତ୍ର।

ତେବେ ମନ୍ତ୍ରୀ ଦିନରେ ଲଣ୍ଠନ ଦେଖାଉଛନ୍ତି ବୋଲି କହି ବିଜେପି ତାଙ୍କ ଇସ୍ତଫା ଦାବି କରିଛି। ସେହିପରି ରାଜ୍ୟର ବିଭିନ୍ନ ମଣ୍ଡିରେ ଅବ୍ୟବସ୍ଥା ଏବଂ ଚାଷୀଙ୍କ ହୀନସ୍ତା ସମ୍ପର୍କିତ ପ୍ରକାଶିତ ଖବରକୁ ଦେଖାଇବା ସହ ନକଲି ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯାଉଛି ବୋଲି ବିଜେପି ଉପସଭାପତି ସମୀର ମହାନ୍ତି ଅଭିଯୋଗ କରିଥିଲେ।

ଏନେଇ ସୂର୍ଯ୍ୟ ପାତ୍ରଙ୍କ ପ୍ରତିକ୍ରିୟା ମିଳି ନଥିବାବେଳେ ବିଜେଡି ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି ବିଜେପି ଚାଷୀଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲା ତାହା ପାଳନ କରିନି।

ଆହୁରି ପଢ଼ନ୍ତୁ

ବିଜୁ ଯୁବ ବାହିନୀ ସଦସ୍ୟ ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ

ଭାଙ୍ଗିଲା ରକ୍ଷଣଶୀଳତାର ମଜବୁତ୍ ବାଡ଼; ଝିଅ କାନ୍ଧରେ ମଶାଣି ଗଲେ ବାପା

ପାଟକୁରା ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ବିରୋଧରେ ନକଲି ଭିଡିଓ ଭାଇରାଲ୍

କ୍ରୀଡ଼ାର ପ୍ରାଣ କେନ୍ଦ୍ର କୁହାଯାଉଥିବା ଓଡ଼ିଶାରେ ନାହିଁ କ୍ରୀଡ଼ା ନୀତି

ପ୍ରଶାନ୍ତଙ୍କ ଦୃଢ଼ ଇଛାଶକ୍ତି ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା

ଧୋକା ଦେଲା ମୌସୁମୀ: ଶ୍ରାବଣ ମାସରେ ବିଲ ଫାଟି ଆଁ

ସାପ ସହ ଷ୍ଟଣ୍ଟ କରିବା ମହଙ୍ଗା ପଡ଼ିଲା

ବିଜେପି ସଦସ୍ୟତା ଅଭିଯାନ: ୧୦ ଲକ୍ଷ ଯୁବକଙ୍କୁ ଦଳରେ ସାମିଲ୍‌ କରିବାକୁ ଲକ୍ଷ୍ୟ

ପାଣି ପାଇଁ ତାତିଲେ ଲୋକେ

ପାଟକୁରା ନିର୍ବାଚନ: ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଦାବି କଲା ବିଜେଡି

ଦୁର୍ବୃତ୍ତ ଝାମ୍ପିନେଲେ ସାଢ଼େ ୬ ଲକ୍ଷ ଟଙ୍କା

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିୟନସିପ୍ ; ଫାଇନାଲରେ ଭାରତୀୟ ପୁରୁଷ ଓ ମହିଳା ଟିମ୍

You might also like