‘ସେବା ସପ୍ତାହ’ ପାଳନ କରିବ ବିଜେପି

ଭୁବନେଶ୍ୱର: ଆସନ୍ତା ୧୪ ରୁ ୨୦ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ‘ସେବା ସପ୍ତାହ’ ପାଳନ କରିବ ବିଜେପି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଅବସରରେ ଏହି ସେବା ସପ୍ତାହ ପାଳନ କରାଯିବ।

ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିବିନ୍ନ ସ୍ଥାନରେ ରକ୍ତଦାନ ଶିବିର, ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା, ଚକ୍ଷୁ ପରୀକ୍ଷା, ମାଗଣା ଔଷଧ ବିତରଣ ସହିତ ହସ୍ପିଟାଲ୍‌, ବୃଦ୍ଧାଶ୍ରମ ଓ ଅନାଥ ଆଶ୍ରମରେ ଫଳ ବିତରଣ କରାଯିବ। ଏହାସହ ୧୦ ରୁ ୧୦୦ଜଣ ଦିବ୍ୟାଙ୍ଗ ପିଲାଙ୍କ ଶିକ୍ଷା ଓ ପାଳନ ପୋଷଣର ଦାୟିତ୍ୱ ନେବା ପାଇଁ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ଅନ୍ୟାନ୍ୟ ଅନୁଷ୍ଠାନ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରାଯିବ।

ସେହିଭଳି ଦେଶକୁ ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ସ୍କୁଲ, କଲେଜ ଓ ବିଶ୍ୱ ବିଦ୍ୟାଳୟ ଗୁଡିକରେ କର୍ମଶାଳା,ସେମିନାର୍‌ ଓ ଡିବେଟ୍‌ ପ୍ରଭୃତି ଆୟୋଜନ କରାଯାଇ ସଚେତନତା ସୃଷ୍ଟି କରାଯିବ। ଏହି ଅବସରରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୀବନୀ, ସଂଘର୍ଷ, ସେବା ଓ ଉପଲବ୍ଧିକୁ ନେଇ ପୁସ୍ତକ ବଣ୍ଟନ କରାଯିବା ସହ ପ୍ରଦର୍ଶନୀ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like