• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ଗଞ୍ଜାମ : ମତଦାନ କେନ୍ଦ୍ରରେ ଇଭିଏମ୍‌ ଭାଙ୍ଗିବା ଅଭିଯୋଗରେ ପୁଲିସ୍ ଜଣେ ବିଜେପି ପ୍ରାର୍ଥୀଙ୍କୁ ଥାନାରେ ଅଟକ ରଖିଛି। ତାଙ୍କ ନାଁ ନୀଳମଣି ବିଷୋୟୀ। ସେ ସୋରଡ଼ା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ନୀଳମଣିଙ୍କୁ ଥାନାରେ ଅଟକ ରଖାଯାଇଥିବା ନେଇ ଗଞ୍ଜାମ ଏସ୍‌ପି ବ୍ରିଜେଶ ରାୟ ସୂଚନା ଦେଇଛନ୍ତି।

ଅଭିଯୋଗ ଅନୁଯାୟୀ, ଆଜି ମତଦାନ ଚାଲିଥିବା ବେଳେ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରେଣ୍ଟି ଗାଁର ୧୮୨ ନମ୍ବର ବୁଥ୍‌ରେ ନୀଳମଣି ଇଭିଏମ୍‌ ଭଙ୍ଗାରୁଜା କରିଥିଲେ।

ଏ ଘଟଣା ସଂପର୍କରେ ପୂର୍ବରୁ ସୂଚନା ଦେଇ ଗଞ୍ଜାମ ଜିଲ୍ଲାପାଳ କହିଥିଲେ ଯେ ବିଜେପି ପ୍ରାର୍ଥୀ ନୀଳମଣି ବିଷୋୟୀ ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି। ଏନେଇ ଥାନାରେ ଏତଲା ଦିଆଯିବ। ତା’ସହିତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ମଧ୍ୟ ଏ ନେଇ ଅବଗତ କରାଯିବ।

https://youtu.be/XrlYeXwri0E

Bjps-nilamani-bisoi-allegedly-smashes-evm-at-polling-booth-in-sorada
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories