ଭୟଙ୍କର ବିସ୍ଫୋରଣରେ ଫରେଷ୍ଟ କର୍ମଚାରୀ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଫରେଷ୍ଟ କଲୋନୀରେ ଆଜି ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ହାତୀ ଘଉଡ଼ାଇବା ସ୍କ୍ୱାଡର ଜଣେ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ସୁଜିତ ନାୟକ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଖବର ଅନୁଯାୟୀ, ଫରେଷ୍ଟ କଲୋନୀରେ ଏକ ଘରେ ହାତୀକୁ ଘଉଡ଼ାଇବା ପାଇଁ ବାଣ ରଖାଯାଇଥିଲା। ଆଜି ସକାଳେ ସୁଜିତ ସେହି ଘରକୁ ଯାଇଥିଲେ। କିନ୍ତୁ ସେଠାରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। ବସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଘରର ଆଜବେଷ୍ଟ ଉଡ଼ିଯାଇଥିବାବେଳେ ପାଖରେ ଥିବା ଘରର କାନ୍ଥଗୁଡିକ ଫାଟି ଯାଇଥିଲା। ଏଥିସହିତ ସେହି କଲୋନୀର କିଛି ଲୋକଙ୍କ ଆସବାବ ପତ୍ର ମଧ୍ୟ ନଷ୍ଟ ହୋଇଯାଇଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like