ସରକାରୀ ଗାଡ଼ିଠାରୁ ଆଦାୟ ହେଲା ୧୫ ହଜାର ଟଙ୍କା ଜରିମାନା

ଭୁବନେଶ୍ୱର: ସରକାରୀ ଗାଡ଼ିଠାରୁ ଆଦାୟ ହେଲା ୧୫ ହଜାର ଟଙ୍କାର ଜରିମାନା। ନାଲ୍‌କୋ ଛକରେ ଭୁବନେଶ୍ୱର ମ୍ୟୁନିସିପାଲ୍‌ କର୍ପୋରେସନ୍‌(ବିଏମ୍‌ସି) ଏନ୍‌ଫୋର୍ସମେଣ୍ଟ୍‌ ସ୍କ୍ୱାଡ୍‌ ଗାଡ଼ିଠାରୁ ଏହି ଜରିମାନା ଆଦାୟ ହୋଇଛି।

ଗୁଡ୍‌ସ୍‌ କ୍ୟାରିଅରରେ କର୍ମଚାରୀଙ୍କୁ ନେବାରୁ ଏହି ଜରିମାନା ଆଦାୟ କରାଯାଇଛି। ଡାଲାରେ କର୍ମଚାରୀଙ୍କୁ ନେବାରୁ ୫ ହଜାର ଓ ପରମିଟ୍ ନ ଥିବାରୁ ୧୦ ହଜାର ଟଙ୍କା ଜରିମାନା ଆଦାୟ ହୋଇଛି।

ସୂଚନାଥାଉ କି, ଗତକାଲି ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀ ଭୁବନେଶ୍ୱରର ଜଣେ ଅଟୋ ଚାଳକଙ୍କ ଉପରେ ମୋଟା ଅଙ୍କର ଫାଇନ୍‌ ପଡ଼ିଛି। ଗୋଟିଏ ନୁହେଁ, ଏକାଧିକ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ରାଜଧାନୀର ଏହି ଅଟୋ ଚାଳକଙ୍କୁ ୪୭ ହଜାର ୫୦୦ ଟଙ୍କାର ଫାଇନ୍‌ ପଡ଼ିଛି।

ଆହୁରି ମଧ୍ୟ ପଢ଼ନ୍ତୁ: ରାଜଧାନୀର ଅଟୋ ଚାଳକଙ୍କ ଉପରେ ମୋଟା ଅଙ୍କର ଜରିମାନା

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like