• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sarbeswar

ଭୁବନେଶ୍ୱର: କୋଭିଡ୍ ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ନୂଆ ଗାଇଡ୍ ଲାଇନ୍ ଜାରି କଲା BMC। ଏଣିକି ବିବାହ ଉତ୍ସବରେ ୧୦୦ ଜଣଙ୍କ ଉପସ୍ଥିତି ପାଇଁ ଅନୁମତି ଦିଆଯିବା ଲାଗି ହୋଇଛି ନିଷ୍ପତ୍ତି। ଏହାସହ ଶୁଦ୍ଧି କାର୍ଯ୍ୟ ଲାଗି ୫୦ ଜଣଙ୍କୁ ଅନୁମତି ମିଳିବ। ବିବାହ ଓ ଶୁଦ୍ଧି କାର୍ଯ୍ୟରେ କୋଭିଡ କଟକଣା କଡ଼ାକଡ଼ି ହେବ ବୋଲି ବିଏମସି ପକ୍ଷରୁ କୁହାଯାଇଛି। ଏହାସହ ସମ୍ମିଳନୀ ଓ ସମାବେଶ ଉପରେ କଟକଣା ଲଗାଇଲା BMC। ନୂଆ ଗାଇଡଲାଇନ ଅନୁସାରେ, କୌଣସି ଅନୁଷ୍ଠାନର ସୁବର୍ଣ୍ଣ, ରୌପ୍ୟ ଓ ଶତବାର୍ଷିକୀ ପାଳନ ହୋଇପାରିବ ନାହିଁ।

ଏହାସହ କୌଣସି ସଂସ୍ଥା ଓ ଶିକ୍ଷାନୁଷ୍ଠାନର ବାର୍ଷିକ ଉତ୍ସବ ପାଳନ ହୋଇପାରିବ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୬ ତାରିଖରୁ ଲାଗୁ ହେବ ଏହି ନୂଆ ମାର୍ଗଦର୍ଶିକା। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ ବୋଲି ସୂଚନା ମିଳିଛି।

 

Bmc-guidelines
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories