• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ଓଟିଭି ବିରୋଧରେ ବିଏମ୍‌ସିର ଅଭିଯୋଗ ଏବଂ କଣ୍ଠରୋଧ ଲାଗି କମିଶନରେଟ୍ ପୋଲିସ୍‌ର ପଦକ୍ଷେପକୁ ତୀବ୍ର ନିନ୍ଦା କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ।

ସତ କହିବା ପାଇଁ, ସତ ଶୁଣିବା ପାଇଁ ଅଦମ୍ୟ ସାହସ ଦରକାର। ହେଲେ ରାଜ୍ୟ ସରକାରଙ୍କ ପାଖରେ ସେହି ସାହସ ନାହିଁ ବୋଲି ଅପରାଜିତା ଷଡ଼ଙ୍ଗୀ କହିଛନ୍ତି।

ସେ କହିଛନ୍ତି, ଗଣମାଧ୍ୟମକୁ ଡରାଇ ସତ ଉପରେ ଘଣ୍ଟ ଘୋଡ଼ାଇବା ଉଚିତ୍ ନୁହେଁ। ଗଣମାଧ୍ୟମ ଯଦି କିଛି ସାମ୍ନାକୁ ଆଣୁଛି ତାହା ସ୍ୱାଗତଯୋଗ୍ୟ।

https://youtu.be/YmPhDZ2sgTw

ସେହିପରି ବରିଷ୍ଠ ବିଜେପି ନେତା ଜୁଏଲ୍ ଓରାମ କହିଛନ୍ତି, ଏହା ବିନାଶ କାଳେ ବିପରୀତ ବୁଦ୍ଧିର ପରିଚୟ। କରୋନା ପରିଚାଳନାରେ ରାଜ୍ୟ ସରକାର ଅନେକ ତ୍ରୁଟି କଲେ, ଦୁର୍ନୀତି କଲେ। ଗଣମାଧ୍ୟମ ସତ ସାମ୍ନାକୁ ଆଣୁଥିବାରୁ ଆକ୍ରୋଶ ରଖି ଏଭଳି କରାଯାଉଛି।

ପଢ଼ନ୍ତୁ: ଓଟିଭି ସୋସିଆଲ୍ ମିଡିଆ ଖବରକୁ ନେଇ ବିଏମ୍‌ସିର ପ୍ରତିକ୍ରିୟା

Bmc-notice-to-otv-mp-aparajita-sarangi-targets-odisha-govt-for-muzzling-media
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories