ମାଟ୍ରିକ୍‌ ପରୀକ୍ଷାରେ କପି ଅଭିଯୋଗରେ ବୋର୍ଡର କାର୍ଯ୍ୟାନୁଷ୍ଠାନ

୩ଟି ହାଇସ୍କୁଲର ଇଂରାଜୀ ପରୀକ୍ଷା ବାତିଲ ପାଇଁ ନିଷ୍ପତ୍ତି

କଟକ :  ମାଟ୍ରିକ୍‌ ପରୀକ୍ଷାରେ କପି ଅଭିଯୋଗରେ ବୋର୍ଡର କାର୍ଯ୍ୟାନୁଷ୍ଠାନ ୩ଟି ହାଇସ୍କୁଲର ଇଂରାଜୀ ପରୀକ୍ଷା ବାତିଲ ପାଇଁ ନିଷ୍ପତ୍ତି ନେଇଛି ବୋର୍ଡ। ଏହି ୩ଟି ପରୀକ୍ଷା କେନ୍ଦ୍ର ହେଉଛି ବଲାଙ୍ଗିର ଜିଲ୍ଲାର ଘୁନସର ସରକାରୀ ହାଇସ୍କୁଲ, ଢେଙ୍କାନାଳ ଜିଲ୍ଲା ପଳାସପିଠାର ପି.ଆର୍ ହାଇସ୍କୁଲ ଏବଂ କଟକ ଗୋପୀନାଥପୁରର କୃପାସିନ୍ଧୁ ନୋଡାଲ ହାଇସ୍କୁଲ।

ଏହି ୩ଟି ସେଣ୍ଟରର ଇଂରାଜୀ ଖାତା ମୂଲ୍ୟାୟନ ନିଷ୍ପତ୍ତି ପରେ ନିର୍ଦ୍ଧାରଣ ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି। ୭ ଦିନ ମଧ୍ୟରେ ବୋର୍ଡର ପରୀକ୍ଷା କମିଟି ବସି ଏହି ନିଷ୍ପତ୍ତି ନେବ।

ସେହିପରି ବାକି ଥିବା ପରୀକ୍ଷା ଗୁଡ଼ିକ ପାଇଁ ସଂପୃକ୍ତ ସ୍କୁଲରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବ। ପୁଲିସ୍‌ ସୁରକ୍ଷା ଯୋଗାଇ ଦେବାକୁ ଏସ୍‌ପିଙ୍କୁ ଡିଇଓ କହିବେ ବୋଲି ବୋର୍ଡ ସଭାପତି କହିଛନ୍ତି।

ଆହୁରି ପଢ଼ନ୍ତୁ

OUAT ପ୍ରଫେସରଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

‘ପୋଲିସ୍‌ ସାର୍‌ ବାଡ଼ିରେ ମୋତେ ପିଟି ପକାଇଲେ’

ଆଶ୍ଚର୍ଯ୍ୟ ! ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

You might also like