ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡ଼ି ୪ ନିଖୋଜ

ଢେଙ୍କାନାଳ: ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡ଼ି ତିନି ନିଖୋଜ। ଢେଙ୍କାନାଳ ମୋଟଙ୍ଗା ଥାନା ଖଡଗପ୍ରସାଦ ଘାଟରୁ ପରଜଙ୍ଗ ଥାନା କୁନନ୍ଦେଇପୁର ଘାଟକୁ ଯାଉଥିବା ବେଳେ ଏକ ହୁଲି ଡଙ୍ଗା ବୁଡ଼ି ଯିବାରୁ ଏଭଳି ଦୁର୍ଘଟଣା ଘଟିଛି।

କିଛି ବାଟ ଯିବା ପରେ ଅତ୍ୟଧିକ ଓଜନ ହେତୁ ଡଙ୍ଗାଟି ଭାରସାମ୍ୟ ହରାଇ ବୁଡି ଯାଇଥିବା କୁହାଯାଉଛି। ଡଙ୍ଗାରେ ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ପହଁରି ପହଁରି କୁନନ୍ଦେଇପୁର ଘାଟରେ ପହଞ୍ଚିଥିଲେ । ତେବେ ଆଉ ୪ଜଣଙ୍କ ପତ୍ତା ମିଳି ନାହିଁ । ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଖୋଜାଖୋଜି କରିଥିଲେ ମଧ୍ୟ ନିଖୋଜମାନଙ୍କ ସମ୍ପର୍କରେ ଏଯାଏଁ କୌଣସି ସୂଚନା ମିଳି ପାରିନାହିଁ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like