ବୁଢ଼ାବଳଙ୍ଗ ହଳଦିଆ ଘାଟରେ ଡଙ୍ଗା ଓଲଟିବା ଘଟଣା; ଯାତ୍ରୀ ସୁରକ୍ଷିତ

ବାଲେଶ୍ୱର: ବୁଢ଼ାବଳଙ୍ଗ ହଳଦିଆ ଘାଟରେ ଡଙ୍ଗା ଓଲଟିବା ଘଟଣାରେ ସମସ୍ତ ୩୦ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି। ରେମୁଣା ବ୍ଲକ ପଦମପୁର ହଳଦିଆ ଘାଟରେ ବୁଡ଼ିଥିଲା ଡଙ୍ଗାଟି ବୁଡ଼ି ଯାଇଥିଲା। କୂଳ ଛାଡ଼ିବାର କିଛି ବାଟ ଗଲା ପରେ ଡଙ୍ଗାଟି ଓଲଟି ପଡ଼ିଥିଲା। ଡଙ୍ଗାରେ ଥିବା ୧୫/୨୦ ଜଣ କୂଳକୁ ପଳାଇ ଆସିଛନ୍ତି। ଡଙ୍ଗାରେ ସମସ୍ତେ ସୁରକ୍ଷିତ ଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ରେମୁଣା ବ୍ଲକର ନିଜାମପୁର ହଳଦିଆ ଘାଟରେ ଆଜି ସନ୍ଧ୍ୟାରେ ଏହି ଅଘଟଣ ଘଟିଥିଲା। ଡଙ୍ଗାରେ ୨୫ରୁ ଉର୍ଦ୍ଧ୍ୱ ଯାତ୍ରୀ ନଦୀ ଆରପାରିକୁ ଯାଉଥିଲେ। ଭାରସାମ୍ୟ ହରାଇ ଡଙ୍ଗା ଓଲଟି ପଡ଼ିଥବାର ଅନୁମାନ କରାଯାଉଛି।

ଆହୁରି ପଢ଼ନ୍ତୁ

ତୀର ମାଡ଼ରେ ଯୁବକଙ୍କ ମୃତ୍ୟୁ

ପିଜି ପ୍ରବେଶିକା ପରୀକ୍ଷାର ସମୟସାମା ଦୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ

ସନ୍ଦିଗ୍ଧ ଆତଙ୍କୀ ଲିଙ୍କରେ ଭୁବନେଶ୍ୱରରୁ ଜଣକୁ ଉଠାଇ ନେଲା NIA

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

You might also like