ପୋଖରୀରୁ ମିଳିଲା ୩ ନାବାଳିକାଙ୍କ ମୃତଦେହ

କୋରାପୁଟ: ପୋଖରୀରୁ ମିଳିଲା ୩ ନାବାଳିକାଙ୍କ ମୃତଦେହ। କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ୍‌ ଅନ୍ତର୍ଗତ ଦେବଗଞ୍ଜର ଗାଁରେ ଏକ ପୋଖରୀରୁ ୩ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ମୃତ ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ବୟସ ୮ ବର୍ଷ, ଜଣଙ୍କର ବୟସ ୯ ବର୍ଷ ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ଗତକାଲି ଅପରାହ୍ନରେ ଏହି ୩ ସାଙ୍ଗ ପିଜୁଳି ଖାଇବାକୁ ଘରୁ ବାହାରକୁ ଯାଇଥିଲେ। ତେବେ ଘରକୁ ନ ଫେରିବାରୁ ପରିବାର ଲୋକ ନନ୍ଦପୁର ଥାନାରେ ଏତଲା ଦେଇଥିଲେ।

ଆଜି ଘରଠାରୁ ୧ କି.ମି. ଦୂର ଅନ୍ୟ ଏକ ପୋଖରୀରେ ଚପଲ ଭାସୁଥିବା ଦେଖିବାକୁ ମିଳିଥିଲା।  ଖବର ପାଇ ଅଗ୍ନିଶମ ବାହିନୀ ଟିମ୍ ପହଞ୍ଚି ଖୋଜାଖୋଜି କରିବା ପରେ ଏହି ୩ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

You might also like