• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଢେଙ୍କାନାଳ: କେନାଲ୍‌ରୁ ମୃତଦେହ ଉଦ୍ଧାର। ଢେଙ୍କାନାଳ ଜିଲ୍ଲା ସଦର ଥାନା ଅର୍ନ୍ତଗତ ପଦ୍ମନାଭପୁର ନିକଟରେ ରେଙ୍ଗାଳି ଡ୍ୟାମ୍‌ର ବାମ କେନାଲ୍‌ରୁ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ଆଜି ସକାଳୁ ସ୍ଥାନୀୟ ଲୋକେ କେନାଲ୍‌ରେ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଏହାପରେ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁଲିସ୍‌ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ।

ଅନ୍ୟପଟେ, କେନାଲ୍‌ ବନ୍ଧ ଉପରେ ଏକ ବାଇକ୍‌ର ଭଗ୍ନାଂଶ ଦେଖିବାକୁ ମିଳିଛି। ଫଳରେ ବାଇକ୍‌ଟି ମୃତ ବ୍ୟକ୍ତିଙ୍କର ହୋଇଥାଇ ପାରେ ବୋଲି ଅନୁମାନ କରାଯାଉଛି।

ଖବର ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନାହିଁ।

ତେବେ ଦୁର୍ଘଟଣା ଯୋଗୁ ଏହି ଘଟଣା ଘଟିଛି ନା ଏହା ପଛରେ ଅନ୍ୟ କୌଣସି କାରଣ ରହିଛି ତାହା ସ୍ପଷ୍ଟ ହୋଇନାହିଁ। ପୁଲିସ୍ ଘଟଣାର ତଦନ୍ତ କରୁଛି।

Bodies-of-two-youth-recovered-from-rengali-canal
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories