ଆଜିିଠୁ ଅଗଷ୍ଟ ୩ ଯାଏ ଏହି ଜିଲ୍ଲା ସଟ୍‌ଡାଉନ୍‌

ବଲାଙ୍ଗିର: ଆଜିିଠୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ବଲାଙ୍ଗିର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ  ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହାସହ ଲୋକମାନେ କିଭଳି ସାମାଜିକ ଦୂରତା ଏବଂ ସ୍ୱଚ୍ଛତାକୁ ଅଧିକ ଗୁରୁତ୍ୱ ଦେବେ ସେନେଇ ମଧ୍ୟ ସଚେତନ କରାଯାଉଛି।

କରୋନା ସଟ୍‌ଡାଉନ୍ କଟକଣାରୁ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯାଇଛି। ସଟ୍‌ଡାଉନ୍‌ ସମୟରେ ହସ୍ପିଟାଲ, କ୍ଳିନିକ୍, ନର୍ସିଂ ହୋମ୍, ମେଡିସିନ୍ ଷ୍ଟୋର, ଟେଲିକମ୍ ସେବା, ପେଟ୍ରୋଲ ପମ୍ପ ଖୋଲା ରହିବ। ମେଡିକାଲ ଷ୍ଟାଫମାନଙ୍କୁ ମେଡିକାଲ୍‌ ଯିବା ଆସିବା କରିବା ପାଇଁ ଅନୁମତି ପ୍ରଦାନ କରାଯାଇଛି। ପ୍ରିଣ୍ଟ୍‌ ଓ ଇଲେକ୍ଟ୍ରୋନିକ୍‌ ମିଡିଆକୁ କଟକଣାରୁ ବାଦ୍ ଦିଆଯାଇଛି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like