ତେଜିଲା ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି

ଭୁବନେଶ୍ୱର: ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଜି ଲୋୟର ପିଏମ୍‌ଜିରେ ବଲାଙ୍ଗିର ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିଶାଳ ଶୋଭାଯାତ୍ରା କରାଯାଇଛି।

ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ବାରମ୍ବାର ଦାବି ସତ୍ତ୍ୱେ ମଧ୍ୟ ସରକାର କର୍ଣ୍ଣପାତ ନ କରିବା ପରେ ରାଜଧାନୀରେ ବଲାଙ୍ଗିର ଓକିଲ ସଂଘ ଆନ୍ଦୋଳନ କରିଛନ୍ତି।

You might also like