ବଲାଙ୍ଗିର ଛୁଇଁଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ଏହି ୨ ନୂଆ କରୋନା ଆକ୍ରାନ୍ତ ବଲାଙ୍ଗିର ଜିଲ୍ଲା ଲେଖାରିଆ ଗାଁର ବୋଲି ସୂଚନା ମିଳିଛି। ଏମାନେ ତାମିଲନାଡୁରୁ ଫେରିଥିଲେ। ଉଭୟ ପୁରୁଷ। ଜଣକର ବୟସ ୨୨ ବର୍ଷ ହୋଇଥିବାବେଳେ ଅନ୍ୟ ଜଣକ ବୟସ ୧୮ ବର୍ଷ।

ଉଭୟ ଆକ୍ରାନ୍ତଙ୍କର କଣ୍ଟାକ୍ଟ ଟ୍ରେସିଂ ଚାଲିଛି।

ଆହୁରି ପଢ଼ନ୍ତୁ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

You might also like