ଡାକ୍ତରଖାନାକୁ ବୋମାମାଡ଼

ଆଠଗଡ଼ (ନୀଳକଣ୍ଠ ଦୋରା) ; କଟକ ଜିଲ୍ଲା ଆଠଗଡ଼ କୁଲାଇଲୋ ଅନନ୍ତ ବେଉରା ଅସ୍ଥି ଶଲ୍ୟ ଚିକିତ୍ସା ସେବା ସଦନ ଗୃହ ଉପରକୁ ଗୁରୁବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି । ଗତ ରାତି ପ୍ରାୟ ୨ରୁ ୩ଟା ମଧ୍ୟରେ ବୋମାମାଡ଼ ହୋଇଥିବା ସୂଚନା ମିଳିଛି । ମୁଖ୍ୟ ଗେଟ୍‌ରେ ଏହି ବୋମାମାଡ଼ ହୋଇଛି । ଏହି ଘଟଣାରେ କେହି ଆହତ ହୋଇ ନାହାନ୍ତି।

ଖବର ପାଇ ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ କିଏ ଏବଂ କାହିଁକି ବୋମାମାଡ଼ କଲା ଜଣାପଡ଼ିନି । ସେପଟେ ଏହି ଘଟଣା ପରେ ସେବା ସଦନରେ ଚିକିତ୍ସିତ ହେଉଥିବା ରୋଗୀ ଭୟଭୀତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

You might also like