ଅଟୋ ଭିତରେ ବିସ୍ଫୋରଣ ; ଜଣେ ଗୁରୁତର ଆହତ

ଭୁବନେଶ୍ୱର : ଭୁବନେଶ୍ୱର ରବି ଟକିଜ୍ ଅଞ୍ଚଳରେ ବିସ୍ଫୋରଣ । ଏକ ଅଟୋ ଭିତରେ ବିସ୍ଫୋରଣ ଘଟି ଜଣେ ଗୁରୁତର ଆହତ ହୋଇଛନ୍ତି।

ଆହତ ବ୍ୟକ୍ତି ଜଣକ ଅଟୋର ଡ୍ରାଇଭର ବୋଲି ସୂଚନା ମିଳିଛି। ତାଙ୍କ ଗୋଡରେ ଆଘାତ ଲାଗିଛି । ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ଘଟଣା ପରେ ଆତଙ୍କିତ ହୋଇପଡ଼ିଛନ୍ତି ଲୋକେ। ବିସ୍ଫୋରଣ ସାମଗ୍ରୀ ବାଣ ନା ବୋମା, ତାହା ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ବଡ଼ଗଡ଼ ପୁଲିସ ପହଞ୍ଚି ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଦିନକରେ ୧୧୦ ପଜିଟିଭ ଚିହ୍ନଟ

ତିର୍ତ୍ତୋଲ ପାଇଁ ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

You might also like