IOCL ପ୍ଲାଣ୍ଟ ମ୍ୟାନେଜରଙ୍କ କାର୍‌ ଉପରକୁ ବମ୍ବିଂ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଆଇଓସିଏଲ୍ ପ୍ଲାଣ୍ଟ ମ୍ୟାନେଜରଙ୍କ କାର୍‌ ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି।

ଗତକାଲି ରାତି ପ୍ରାୟ ୮ଟା ସମୟରେ ମ୍ୟାନେଜର ନୃସିଂହ ଚରଣ ସେଠୀ ଘରକୁ ଫେରୁଥିବା ବେଳେ କୁସୁମାଟି-ଛଣଘର ରାସ୍ତା ତାରିଣୀ ମନ୍ଦିର ନିକଟରେ ତାଙ୍କ କାର୍ ଉପରକୁ ବୋମାମାଡ଼ ହୋଇଛି। ୨ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ବୋମାମାଡ଼ କରି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି।

ବୋମାମାଡ଼ରେ କାର୍‌ର ଆଗ କାଚ ଭାଙ୍ଗି ଯାଇଥିବା ବେଳେ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି।ନୃସିଂହଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ବୋମାମାଡ଼ର କାରଣ ଜଣାପଡ଼ିନାହିଁ। ପୋଲିସ୍‌ ଘଟଣାର ତଦନ୍ତ ଚଳାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like