ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ଜଗତସିଂହପୁର: ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼। ଜଗତସିଂହପୁର ଜିଲ୍ଲା ବିରିଡି ଥାନା ଅନ୍ତର୍ଗତ ଉକୁନ୍ଦରା ପଞ୍ଚାୟତର ସରପଞ୍ଚ ଚନ୍ଦ୍ରଶେଖର ଦାଶଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି।

ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ବେଳେ ଦୁଇ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ଘର ଉପରକୁ ବୋମାମାଡ଼ କରିଥିଲେ। କିନ୍ତୁ ବୋମାଟି ଘର ସାମ୍‌ନାରେ ଥିବା କାର୍‌ ଉପରେ ପଡ଼ିଥିଲା। ଏଥିରେ କାର୍‌ର କିଛି ଅଂଶ ଜଳି ଯାଇଛି।

ବିରିଡ଼ି ଥାନାରେ ଅଭିଯୋଗ ପରେ ପୁଲିସ୍‌ ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like