• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ସମ୍ପୂର୍ଣ୍ଣ ସିଲ୍ କରିବା ସମ୍ଭବ ନୁହେଁ। ପଶ୍ଚିମବଙ୍ଗ ସୀମା ଅଧିକ ଲମ୍ବା ଥିବାରୁ ଏହାକୁ ସିଲ୍ କରିବା ସମ୍ଭବ ନୁହେଁ ବୋଲି ମନ୍ତ୍ରୀ ପ୍ରତାପ ଜେନା ସ୍ପଷ୍ଟ କରିଛନ୍ତି। କିନ୍ତୁ ସୀମାନ୍ତରେ ଚେକିଂ ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ପ୍ରତାପ ଜେନା।

ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ବାବଦରେ ତଥ୍ୟ ରଖିବାକୁ ପଞ୍ଚାୟତ ସ୍ତରରେ ପଦକ୍ଷେପ ନିଆଯାଉଛି। ଏଥିପାଇଁ ସ୍ଥାନୀୟ ଅଞ୍ଚଳର ସରପଞ୍ଚଙ୍କ ଅଧ୍ୟକ୍ଷତାରେ ୫ଜଣିଆ କମିଟି କରାଯିବ। ଯେଉଁଥିରେ ପଞ୍ଚାୟତର ସେକ୍ରେଟାରୀ, ଶିକ୍ଷକ ଓ ଜିଆରଏସ୍ ରହିବେ ବୋଲି ମନ୍ତ୍ରୀ ଆଜି ଲୋକସେବା ଭବନରେ ଅନୁଷ୍ଠିତ ଆନ୍ତଃମନ୍ତ୍ରିସ୍ତରୀୟ ବୈଠକ ପରେ ସୂଚନା ଦେଇଛନ୍ତି।

ପ୍ରକାଶଥାଉକି ଗତ କିଛି ଦିନରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ିଛି। ଏଥିରୁ ଅଧିକାଂଶ ବାହାର ରାଜ୍ୟର ଲିଙ୍କ୍। ତେବେ ସିଲ୍‌ ସତ୍ତ୍ୱେ ବାହାର ରାଜ୍ୟର ଥିବା ଲୋକ ଆସୁଛନ୍ତି। ଲକଡାଉନ କଡ଼ାକଡ଼ି ସତ୍ତ୍ୱେ ଓଡ଼ିଶା ସୀମାନ୍ତରେ ବିଭିନ୍ନ ରାଜ୍ୟରୁ ଲୋକେ ଗଳାବାଟ ଦେଇ ପ୍ରବେଶ କରୁଥିବା ଅଭିଯୋଗ ପରେ ସବୁ ସୀମାନ୍ତରେ କଡ଼ାକଡ଼ି ଯାଞ୍ଚ ହେଉଛି।

 

Border-seal-is-not-possible-says-minister
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories