• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

କେନ୍ଦୁଝର: ଘାଟିରେ ନଳକୂପ ଖୋଳା ଗାଡ଼ି ଓଲଟି ପଡ଼ିବା ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି-ତେଲକୋଇ ରାସ୍ତା କାଞ୍ଜିପାଣି ଘାଟିରେ ଗତକାଲି ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମୃତକଙ୍କ ନାଁ ଧରମ ଯାଦବ। ତାଙ୍କ ଘର ଛତିଶଗଡ଼ରେ ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, କେନ୍ଦୁଝରରୁ ତେଲକୋଇ ଆସୁଥିବା ବେଳେ ନଳକୂପ ଖୋଳା ଗାଡ଼ି ଭାରସାମ୍ୟ ହରାଇ କାଞ୍ଜିପାଣି ଘାଟି ନିକଟରେ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଥିଲେ। ଖବରପାଇ କାଞ୍ଜିପାଣି ଓ ତେଲକୋଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ।

ଆହତଙ୍କୁ କେନ୍ଦୁଝର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Borewell-drilling-vehicle-overturns-near-kanjipani-ghati
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories