ହକି ବିଶ୍ୱକପ୍ ଉଦ୍‌ଘାଟନୀ ଉତ୍ସବ ପାଇଁ ବିପିୟୁଟି ସେମିଷ୍ଟାର ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: ହକି ବିଶ୍ୱକପ୍ ଉଦ୍‌ଘାଟନୀ ଉତ୍ସବ ଲାଗି ଆଜି ହେବାକୁ ଥିବା ବିପିୟୁଟି ସେମିଷ୍ଟାର ପରୀକ୍ଷାକୁ ସ୍ଥଗିତ ରଖାଯାଇଛି।

ବିପିୟୁଟି ଅଧୀନରେ ଥିବା ସମସ୍ତ କଲେଜ ଓ ପରୀକ୍ଷା ସେଣ୍ଟରକୁ ଏ ସମ୍ପର୍କିତ ନୋଟିସ୍‌ ଜାରି ହୋଇଛି।

ପରୀକ୍ଷାର ପରବର୍ତ୍ତୀ ତାରିଖ ଖୁବ୍‌ ଶୀଘ୍ର ଘୋଷଣା କରାଯିବ ବୋଲି ଜଣାପଡ଼ିଛି।

You might also like