ବିପିୟୁଟି ସେମିଷ୍ଟାର ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: ବାତ୍ୟା ‘ଫୋନି’ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଯୋଗାଯୋଗ କ୍ଷତିଗ୍ରସ୍ତ ହେବା ଯୋଗୁ ବିପିୟୁଟି ପକ୍ଷରୁ ସେମିଷ୍ଟାର ପରୀକ୍ଷାକୁ ସ୍ଥଗିତ ରଖାଯାଇଛି।

ଆସନ୍ତା ୮, ୯, ୧୦, ଓ ୧୧ ତାରିଖରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ତେବେ ଏହି ପରୀକ୍ଷା ପରବର୍ତ୍ତୀ କେତେ ତାରିଖରେ ହେବ ସେନେଇ ଖୁବଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିପିୟୁଟି ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

You might also like