୩୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗର ଜବତ; ୩ ଗିରଫ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଲୁଣିଆଯୋଡ଼ି ବ୍ରିଜ୍ ମୁକେଶ୍ୱରଦ୍ୱାର ନିକଟରୁ ଗତକାଲି ସହଦେବଖୁଣ୍ଟା ପୁଲିସ୍‌ ୩୦୦ ଗ୍ରାମ୍ ବ୍ରାଉନ୍‌ ସୁଗର ଜବତ କରିଛି। ଜବତ ବ୍ରାଉନ ସୁଗରର ଆନୁମାନିକ ମୂଲ୍ୟ ୩୦ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।

ଗିରଫ ବ୍ରାଉନସୁଗର ବେପାରୀଙ୍କ ଠାରୁ ୯ ଲକ୍ଷ ୪୪ ହଜାର ଟଙ୍କା ପୁଲିସ୍‌ ଜବତ କରିଛି। ୩ ଜଣଙ୍କ ଭିତରୁ ୨ଜଣ ଖୋର୍ଦ୍ଧା ଅଞ୍ଚଳର। ଏହି ଘଟଣାର କିଙ୍ଗପିନ୍ ହାଇଦର ଅଲ୍ଲୀ ବାଲେଶ୍ୱରର ହୋଇଥିବା ବାଲେଶ୍ୱର ଏସ୍‌ପି ବି.ଯୁଗଳ କିଶୋର ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like