ବାଲେଶ୍ୱର ପୋଲିସ ହାତରେ ଧଳା ଜହର ରାକେଟ, ୧ କୋଟିରୁ ଅଧିକ ଟଙ୍କାର ବ୍ରାଉନ ସୁଗାର ଜବତ

ବାଲେଶ୍ୱର: ଧଳା ଜହର ଜାଲରେ ବାଲେଶ୍ୱର । ଚଢାଉ ବେଳେ ଏକ କୋଟିରୁ ଅଧିକ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି। ବାଲେଶ୍ୱର ସହଦେବଖୁଣ୍ଟା ପୋଲିସ ଗତ ରାତିରେ ସହର ଉପକଣ୍ଠ ଦହିପଡ଼ା ଓ ଫୁଲାଡି ଆଦି ଅଞ୍ଚଳରେ ଚଢଉ କରି ବ୍ରାଉନ୍ ସୁଗାର ଜବତ କରିଛି। ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଏସ୍ କେ ରାଜୁ, ଏସ୍.କେ ହୁସେନ୍, ଏସ୍ କେ ଜାମସେଦ୍ ଅଲ୍ଲୀ ଓ ଏସ୍ କେ ମୋସ୍ସେଦ୍  । ସମସ୍ତଙ୍କ ଘର ବାଲେଶ୍ୱରରେ। ସେମାନଙ୍କଠାରୁ ପୋଲିସ ନଗଦ ୬୪ହଜାର ଟଙ୍କା ସହ ଏକ ଦାମୀ କାର ଓ ୫ଟି ମୋବାଇଲ୍ ଫୋନ୍ ପୋଲିସ ଜବତ କରିଛି । ଜବତ ବ୍ରାଉନସୁଗାରର ପରିମାଣ ଏକ କେଜି ୬୫୫ଗ୍ରାମ । ଯାହାର  ଆନୁମାନିକ ମୂଲ୍ୟ ୧ କୋଟି ୬୫ଲକ୍ଷ ଟଙ୍କା ।

ଆହୁରି ପଢ଼ନ୍ତୁ

ସମୁଦ୍ର କୂଳରେ ଏମିତି ଲୁକ୍‌ରେ ମନ୍ଦିରା, ଭାଇରାଲ ହେଲା ଫଟୋ

ଭାରତର ଲଗାତାର ୫ମ ବିଜୟ, ୱେଷ୍ଟଇଣ୍ଡିଜ୍ ଧରାଶାୟୀ

‘ଫୋନି’ ଖୋଲିଦେଲା ଜାଲ୍‌ ରାସନକାର୍ଡ ଗୁମର: ଚାଉଳ ନେଲେ ଟଙ୍କା ପାଇଁ ଆସିଲେନି

ପୋଲାଭରମ୍‌ ପ୍ରକଳ୍ପ ଆଗେଇନେବା ପାଇଁ ଆନ୍ଧ୍ରକୁ ଅନୁମତି

ଦାୟିତ୍ୱହୀନତା: ଉଦ୍ଧାର ହେଲେ ୨ ଶିଶୁପୁତ୍ର, ଜଣେ କାର୍ ଭିତରୁ, ଜଣେ ବନ୍ଦ ଘରୁ

ତିନି ରାଜ୍ୟସଭା ପ୍ରାର୍ଥୀ କୋଟିପତି, ଅମରଙ୍କ ନାଁରେ ରହିଛି ଏମିତି ଅଭିଯୋଗ

ମୋଟ୍ ବ୍ୟୟ ପରିମାଣ ୧ ଲକ୍ଷ ୩୯ ହଜାର କୋଟି  ଛୁଇଁବା ସମ୍ଭାବନା

ରାଜଧାନୀରୁ କାର ଲୁଟ୍ ଘଟଣାର ପର୍ଦ୍ଦାଫାସ

୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇଲା ସ୍ୱାସ୍ଥ୍ୟ ବିଭାଗ

ପାଠ୍ୟ ପୁସ୍ତକରେ ଏଣିକି ରହିବ କ୍ୟୁଆର କୋର୍ଡ

ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା, ୫ ଦୋଷୀଙ୍କୁ ଆଜୀବନ ଜେଲ୍‌

ମହଙ୍ଗା ପଡ଼ିଲା କମେଣ୍ଟ ମରା, ଜୋତାରେ ପିଟିଲେ ମହିଳା

You might also like