ରାଜଧାନୀରୁ ୩ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ୨ ଗିରଫ

ଭୁବେନଶ୍ୱର: ରାଜଧାନୀ ପାଲଟିଲାଣି ଡ୍ରଗ୍‌ସ କାରବାରର ପେଣ୍ଠସ୍ଥଳ। ବାରମ୍ବାର ଚଢ଼ଉ ସତ୍ତ୍ୱେ ନିଶା କାରବାର କମୁନାହିଁ। ଆଜି ପୁଣି ଭୁବନେଶ୍ୱରରେ ବ୍ରାଉନ୍ ସୁଗାର ଜବତ ହୋଇଛି। ଏହାର ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି।

ଆଜି ହଳଦୀପଡ଼ିଆ କେଉଟସାହିରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। କିଛି ମାସ ହେବ ନିୟମିତ ବ୍ୟବଧାନରେ ହଳଦୀ ପଡ଼ିଆ ବସ୍ତିରୁ ଡ୍ରଗ୍‌ସ ଜବତ ହେଉଛି। ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ବାରମ୍ବାର ଚଢ଼ଉ କରାଯାଉଥିଲେ ମଧ୍ୟ ଡ୍ରଗ୍‌ସ ବେପାରୀଙ୍କ କାରବାର କମୁନାହିଁ। କିଛି ଦିନ ବ୍ୟବଧାନ ପରେ ପୁଣି ସେମାନେ ବେଧଡ଼କ ଭାବେ ନିଜ କାରବାର ଆରମ୍ଭ କରି ଦେଉଛନ୍ତି।

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like