• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଖୋର୍ଦ୍ଧା: ଖୋର୍ଦ୍ଧାରୁ ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ ସୁଗାର୍‌ ଜବତ ହୋଇଛି। କଟକ ଅବକାରୀ ଗୁଇନ୍ଦା ବିଭାଗ ନେତୃତ୍ୱରେ ଖୋର୍ଦ୍ଧା ପୌରାଞ୍ଚଳ ମଠସାହି ଏବଂ ରାଧାମୋହନପୁର ଅଞ୍ଚଳରେ ଚଢ଼ାଉ କରାଯାଇ ଏହି ବ୍ରାଉନ୍‌ ସୁଗାର ଜବତ କରାଯାଇଛି।

ଉଭୟ ସ୍ଥାନରୁ ମୋଟ ୨୯୫ ଗ୍ରାମ୍‌ ଓଜନର ବ୍ରାଉନ୍‌ ସୁଗାର ଜବତ କରାଯାଇଛି। ଜବତ ବ୍ରାଉନ୍ ସୁଗାରର ମୂଲ୍ୟ ୨୯ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ଆକଳନ କରାଯାଇଛି।

ଏହି ଘଟଣାରେ ମଠସାହିର ରବୀନ୍ଦ୍ର ପ୍ରଧାନ ଏବଂ ରାଧାମୋହନପୁରର କୃଷ୍ଣଚନ୍ଦ୍ର ପଲେଇଙ୍କୁ ଅବକାରୀ ବିଭାଗ ଗିରଫ କରିଛି।

ସୂଚନାଯୋଗ୍ୟ, ଗତ ସପ୍ତାହରେ କୃଷ୍ଣଚନ୍ଦ୍ରଙ୍କ ଶାଶୁଙ୍କୁ ମଧ୍ୟ ବ୍ରାଉନ୍‌ ସୁଗାର କାରବାର ମାମଲାରେ ସଂପୃକ୍ତି ଅଭିଯୋଗରେ ଗିରଫ କରାଯାଇଥିଲା।

Brown-sugar-worth-rs-29-50-lakh-seized-in-khurda
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories