ନିଜ ସର୍ଭିସ୍‌ ରିଭଲ୍‌ଭର୍‌ରୁ ନିଜକୁ ଗୁଳି କଲେ BSF ଯବାନ

ଚିତ୍ରକୋଣ୍ଡା: ନିଜ ସର୍ଭିସ୍‌ ରିଭଲ୍‌ଭର୍‌ରୁ ଗୁଳି ଫୁଟାଇ ଜଣେ BSF ଯବାନ ଆତ୍ମହତ୍ୟା କରିଛନ୍ତି। ମାଲକାନଗିରି ଚିତ୍ରକୋଣ୍ଡା ଥାନା ନିକଟ BSF କ୍ୟାମ୍ପରେ ଏହି ଅଘଟଣ ଘଟିଛି।

ଆତ୍ମହତ୍ୟା କରିଥିବା ଯବାନଙ୍କ ନାଁ ଶେଷ କର୍ଣ୍ଣ। ତାଙ୍କ ଘର ଘର ରାଜସ୍ଥାନରେ ବୋଲି ଜଣାପଡ଼ିଛି।

ଚିତ୍ରକୋଣ୍ଡା ୯ ନମ୍ବର ବାଟାଲିଅନ୍‌ରେ ସେ କାର୍ଯ୍ୟରତ ଥିଲେ। ତେବେ କେଉଁ କାରଣରୁ ଯବାନ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।

You might also like