• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rosalin Rath

ରାଉରକେଲା: ରାଉରକେଲା ବନ୍ଧମୁଣ୍ଡା ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।

‘ଖୁସ୍‌ବୁ’ ନାମକ ଏହି ଯାତ୍ରୀବାହୀ ବସ୍‌ଟି ରାଉରକେଲାରୁ ଜରେଇକେଲା ଅଭିମୁଖେ ଯିବାବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

ଅନ୍ୟପଟେ ଏହି ଘଟଣାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଛନ୍ତି। ରାଇରକେଲା-ଜରେଇକେଲା ମଧ୍ୟରେ ଭାରିଯାନ ଚଳାଚଳ ବନ୍ଦ ଦାବିରେ ରାଉରକେଲା-ବିସ୍ରା ରାସ୍ତାକୁ ଲୋକେ ଅବରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।

Bus-accident-in-bandhamunda-rourkela
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories