ଜଗତପୁର ନିକଟରେ ବସ୍ ଦୁର୍ଘଟଣା,୧୫ ଆହତ, ୫ ଗୁରୁତର

କଟକ : କଟକ ଜଗତପୁର ନିକଟରେ ବସ୍ ଦୁର୍ଘଟଣା ମଙ୍ଗୁଳି ଛକ ଓ ଜଗତପୁର ମଝି ୧୬ ନମ୍ବର ଜାତୀୟ ରାଜପଥ ଉପରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି।

ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗଣେଶ ନାମକ ଯାତ୍ରୀବାହୀ ବସ୍ ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବାବେଳେ, ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା।

 

 

You might also like