• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

କଟକ : କଟକ ଜଗତପୁର ନିକଟରେ ବସ୍ ଦୁର୍ଘଟଣା ମଙ୍ଗୁଳି ଛକ ଓ ଜଗତପୁର ମଝି ୧୬ ନମ୍ବର ଜାତୀୟ ରାଜପଥ ଉପରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି।

ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗଣେଶ ନାମକ ଯାତ୍ରୀବାହୀ ବସ୍ ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବାବେଳେ, ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା।

 

https://youtu.be/2Dq17up4Q8A

 

Bus-accident-near-jagatpur-cuttack-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories