• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ବାଲେଶ୍ୱର: ପୋଲ ତଳକୁ ଖସି ପଡ଼ିଲା ପ୍ରବାସୀଙ୍କୁ ଧରି ଯାଉଥିବା ଏକ ବସ୍। ପଡ଼ିଛି। ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ମଙ୍ଗଳପୁର-ନୂଆଗାଁ ନିକଟରେ ଆଜି ସକାଳ ପ୍ରାୟ ସାଢ଼େ ୬ଟା ସମୟରେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। 

ସୂଚନା ଅନୁସାରେ, ବସ୍‌ଟି କେରଳରୁ ପ୍ରବାସୀଙ୍କୁ ଧରି ପଶ୍ଚିମବଙ୍ଗ ଯାଉଥିବାବେଳେ ମଙ୍ଗଳପୁର-ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା। ବସ୍‌ରେ ୩୦ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି। ଦୁର୍ଘଟଣାରେ ୩ଜଣ ଗୁରୁତର ଭାବେ ଆହତ ହୋଇଥିବାବେଳେ ଅନ୍ୟମାନେ ସାମାନ୍ୟ ଆହତ ହୋଇଛନ୍ତି।  

Bus-carrying-over-30-migrants-falls-from-bridge
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories