ଭୁବନେଶ୍ୱରର ଏହି ସବୁ ବସ୍‌ ଷ୍ଟପ୍‌ ହେଲା ସ୍ଥାନାନ୍ତର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଆଚାର୍ଯ୍ୟ ବିହାର, ବାଣୀବିହାର ଓ ଜୟଦେବ ବିହାର ଓଭରବ୍ରିଜ ପ୍ରାରମ୍ଭରେ ଥିବା ବସ୍ ଷ୍ଟପ୍‌ ଗୁଡ଼ିକୁ ସ୍ଥାନାନ୍ତର କରାଯାଇଛି।

ବେଆଇନ୍‌ ବସ୍ ଷ୍ଟପ୍‌ ପାଇଁ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟାରୁ ମୁକ୍ତି ପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏନେଇ ଗତକାଲି ବସ୍ ମାଲିକ ମାନଙ୍କ ସହ ପରିବହନ ବିଭାଗ ପକ୍ଷରୁ ଏକ ବୈଠକ ବସିଥିଲା। ଏହାପରେ ଆଞ୍ଚଳିକ ପରିବହନ ଅଧିକାରୀ ବସ୍‌ ଷ୍ଟପ୍‌ ସ୍ଥାନାନ୍ତର ନେଇ ସୂଚନା ଦେବାସହ ଗତକାଲି ରାତିରେ ହିଁ ଏହି ନିୟମକୁ କାର୍ଯ୍ୟକାରୀ କରାଯାଇଥିଲା।

ସୂଚନା ଅନୁସାରେ, ଏଣିକି ବାଣୀବିହାର ଛକରେ ରହୁଥିବା ବସ୍ ଉତ୍କଳ ୟୁନିଭରସିଟି ଲ’ କଲେଜ ସମ୍ମୁଖରେ ରହିବ। ସେହିପରି ଆଚାର୍ଯ୍ୟ ବିହାର ଓ ଜୟଦେବ ବିହାର ବସ୍ ଷ୍ଟପ୍‌ରୁ ୧୦୦ ମିଟର ଆଗରେ ବସ୍ ରହିବ।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like