ଗ୍ରୀନ ଜୋନ୍‌ରେ ଚାଲିପାରେ ବସ୍‌

ଭୁବନେଶ୍ୱର: ଗ୍ରୀନ ଜୋନ୍‌ରେ ଚାଲିପାରେ ବସ୍। ଏନେଇ ବ୍ୟବସ୍ଥା ହେଉଛି ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି।

ଗ୍ରୀନ ଜୋନ୍‌ରେ ବସ୍‌ ଚାଲିବା ପ୍ରସଙ୍ଗକୁ ନେଇ ମନ୍ତ୍ରୀ କହିଛନ୍ତି, “ ଉଭୟ ଘରୋଇ ଓ ଅନ୍ୟାନ୍ୟ ବସ୍‌କୁ କ’ଣ ସୁବିଧା ଦେଇ ହେବ ସେ ନେଇ ଆଲୋଚନା ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଫାଇଲ ଯାଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବସ୍‌ ଚାଲିବ”।

ସେ ଆହୁରି କହିଛନ୍ତି, “୫୦% ଯାତ୍ରୀଙ୍କୁ ନେଇ ବସ୍ ଚାଲିଲେ କ୍ଷତି ହେବ ବୋଲି କୁହାଯାଉଛି। ବସ୍‌ ମାଲିକମାନଙ୍କ ପାଇଁ କ’ଣ ସୁବିଧା କରିହେବ ତା’ର ବ୍ୟବସ୍ଥା କରାଯାଉଛି।”

ସୂଚନାଥାଉ କି, ଗ୍ରୀନ୍‌ ଜୋନ୍‌ରେ ଅନେକ କଟକଣା କୋହଳ ହୋଇଥିଲେ ବି ବସ୍‌ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ପୂର୍ବରୁ କେନ୍ଦ୍ରର ଗାଇଡ୍‌ଲାଇନ୍‌ ଅନୁସାରେ ୫୦ ପ୍ରତିଶତ ଯାତ୍ରୀ ସହ ବସ୍ ଚଳାଚଳ ପାଇଁ ଅନୁମତି ଦିଆଯାଇଥିଲେ ମଧ୍ୟ ରାଜ୍ୟ ସରକାର ଏହାକୁ ନିଷେଧ କରିଛନ୍ତି।

ଆହୁରି ପଢ଼ନ୍ତୁ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

You might also like