ନଭେମ୍ବର ୩ରେ ବାଲେଶ୍ୱର, ତିର୍ତ୍ତୋଲ ଭୋଟ୍

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ୨ ଉପନିର୍ବାଚନର ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ। ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି।

  • ଅକ୍ଟୋବର ୯ରେ ଉଭୟ ନିର୍ବାଚନ ମଣ୍ଡଳି ପାଇଁ ବିଜ୍ଞପ୍ତି ପ୍ରକାଶ
  • ଅକ୍ଟୋବର ୧୬ ନାମାଙ୍କନ ପତ୍ର ଦାଖଲର ଶେଷ ଦିବସ
  • ନଭେମ୍ବର ୩ରେ ଉଭୟ ନିର୍ବାଚନ ମଣ୍ଡଳି ପାଇଁ ଭୋଟ ଗ୍ରହଣ
  • ନଭେମ୍ବର ୧୦ରେ ଉଭୟ ନିର୍ବାଚନ ମଣ୍ଡଳିର ଭୋଟ ଗଣତି
You might also like