ନଭେମ୍ବର ୩ରେ ବାଲେଶ୍ୱର, ତିର୍ତ୍ତୋଲ ଭୋଟ୍
ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ୨ ଉପନିର୍ବାଚନର ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ। ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି।
ଆହୁରି ପଢ଼ନ୍ତୁ
- ଅକ୍ଟୋବର ୯ରେ ଉଭୟ ନିର୍ବାଚନ ମଣ୍ଡଳି ପାଇଁ ବିଜ୍ଞପ୍ତି ପ୍ରକାଶ
- ଅକ୍ଟୋବର ୧୬ ନାମାଙ୍କନ ପତ୍ର ଦାଖଲର ଶେଷ ଦିବସ
- ନଭେମ୍ବର ୩ରେ ଉଭୟ ନିର୍ବାଚନ ମଣ୍ଡଳି ପାଇଁ ଭୋଟ ଗ୍ରହଣ
- ନଭେମ୍ବର ୧୦ରେ ଉଭୟ ନିର୍ବାଚନ ମଣ୍ଡଳିର ଭୋଟ ଗଣତି