OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଭୁବନେଶ୍ୱର: ଛାତ୍ରଛାତ୍ରୀମାନେ OJEE(Odisha Joint Entrance Examination) ପାଇଁ ଆଜି ରାତି ୧୨ଟା ପୂର୍ବରୁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ।

ଯେଉଁ ଛାତ୍ରଛାତ୍ରୀ OJEE ପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିଥିବେ, ସେମାନେ ଆସନ୍ତାକାଲି ଦିନ ୧୧ଟା ସୁଦ୍ଧା ଅନ୍‌ଲାଇନ୍ ଫି’ ଜମା କରିବା ପାଇଁ ଡେଡ୍‌ଲାଇନ୍‌ ରଖାଯାଇଛି। www.ojee.nic.in / www.odishajee.comରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ।

ଆସନ୍ତା ଅକ୍ଟୋବର ୧୨ରୁ ଆରମ୍ଭ ହେବ OJEE ପରୀକ୍ଷା ଓ ଏହା ଅକ୍ଟୋବର ୧୯ରେ ଶେଷ ହେବ। ମୋଟ ୫୩ଟି ସେଣ୍ଟରରେ ହେବ OJEE ପରୀକ୍ଷା। ରାଜ୍ୟ ଭିତରେ ୨୧ଟି ସହରର ୫୦ଟି କେନ୍ଦ୍ରରେ ପରୀକ୍ଷା ହେବ ଓ ରାଜ୍ୟ ବାହାରେ ଆଉ ୩ଟି ସେଣ୍ଟର କରାଯାଇଛି। ରାଜ୍ୟ ବାହାରେ ରାଞ୍ଚି, କୋଲକାତା ଓ ପାଟନାରେ ହେବ ପରୀକ୍ଷା କେନ୍ଦ୍ର କରାଯାଇଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

You might also like