ନାଳରେ ପଶିଗଲା ଚଳନ୍ତା କାର

କଟକ: କଲ୍ୟାଣୀନଗରରେ ନାଳରେ ପଶିଗଲା ଚଳନ୍ତା କାର୍। ତାଳଦଣ୍ଡା କେନାଲକୁ ଲାଗି ଯାଇଥିବା ନାଳରେ ପଶିଗଲା କାର୍। କାର ପଶିଯିବା ପରେ ପ୍ରତ୍ୟକ୍ଷଦର୍ଶୀ ପୋଲିସକୁ ଖବର ଦେଇଥିଲେ।

ଓଡ୍ରାଫ୍ ଟିମ୍ ଓ ମଧୁପାଟଣା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି କାର୍ ଚାଳକଙ୍କୁ ଉଦ୍ଧାର କରିଛି। କାରରେ ଏକମାତ୍ର ଚାଳକ ଥିବା ପୋଲିସ ସୂଚନା ଦେଇଛି।

ତେବେ ଷଣ୍ଢ ଲଢେଇରୁ ବର୍ତ୍ତିବାକୁ ଯାଇ କାର୍‌ଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ପ୍ରତକ୍ଷଦର୍ଶୀ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like