ଭିତରକନିକା ଜାତୀୟ ଉଦ୍ୟାନରେ ଭାସୁଛି ମଲା ତିମି

 କେନ୍ଦ୍ରାପଡ଼ା : ଭିତରକନିକା ଜାତୀୟ ଉଦ୍ୟାନ ଅହିରାଜପୁର ଜଙ୍ଗଲ ନିକଟରେ ଭାସୁଛି ଏକ ବିରାଟକାୟ ମଲା ତିମି। ଏହାର ଲମ୍ବ ପାଖାପାଖି ୩୦ ଫୁଟ୍ ବୋଲି ଅନୁମାନ କରିଛି ବନବିଭାଗ।

ତେବେ ଏତେ ବଡ଼ ତିମି କିପରି ମଲା, ସେନେଇ କୌଣସି କାରଣ ସ୍ପଷ୍ଟ ହୋଇପାରିନି। ଖବର ପାଇ ବନବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି।

You might also like