ସମୁଦ୍ରକୂଳରେ ପଡ଼ିଛି ବିଶାଳ ମୃତ ତିମି

ବାଲେଶୱର: ଜଳେଶ୍ୱର ନିକଟ ପଶ୍ଚିମବଙ୍ଗର ମେଦିନିପୁର ଜିଲ୍ଲା ସମୁଦ୍ର କୂଳରୁ ବିଶାଳ ମୃତ ତିମି ଉଦ୍ଧାର ହୋଇଛି। ମନ୍ଦାରମଣି ସମୁଦ୍ରକୂଳରେ ଲାଗିଥିବା ମୃତ ତିମିର ଲମ୍ବ ୪୫ ଫିଟ୍ ଓ ଚଉଡ଼ା ୧୦ ଫିଟ୍ ହେବ ବୋଲି ପଶ୍ଚିମବଙ୍ଗ ବନ ବିଭାଗ ସୂଚନା ଦେଇଛି।

ଏହାକୁ ସ୍ଥାନୀୟ  ଲୋକେ ନୀଳ ତିମି ବୋଲି ମଧ୍ୟ କହୁଛନ୍ତି। ତେବେ ତିମିଟି କେମିତି ମୃତ୍ୟୁବରଣ କଲା ତାହା ସ୍ପଷ୍ଟ ହୋଇନାହିଁ। ଏହାକୁ ପଶ୍ଚିମବଙ୍ଗର ସଂଗ୍ରହାଳୟରେ ସୁରକ୍ଷିତ ଭାବେ ରଖାଯିବ ବୋଲି ବନ ବିଭାଗ ସୂଚନା ଦେଇଛି।

ବେଳାଭୂମିରେ ତିମି ମରିପଡ଼ିଥିବା ଦେଖି ଘଟଣାସ୍ଥଳରେ ଭିଡ଼ ଲାଗିଥିଲା। ଲୋକମାନେ ତିମିର ଫଟୋଇ ଉଠାଇବା ସହିତ ଭିଡିଓ ମଧ୍ୟ କରିଥିଲେ।

ଆହୁରି ପଢ଼ନ୍ତୁ

କିଡନୀ ରୋଗ ବୃଦ୍ଧିକୁ ନେଇ ଅନୁଗୋଳ ଜିଲ୍ଲାରେ ଆତଙ୍କ

ପଜିଟିଭ୍‌ରେ ରେକର୍ଡ ଭାଙ୍ଗୁଛି ଗଞ୍ଜାମ, ମୃତ୍ୟୁରେ ବି ନମ୍ବର ଓ୍ୱାନ୍

ଖଣ୍ଡଗିରି, ଉଦୟଗିରି ଓ ଧଉଳି ସହିତ ୬ରେ ଖୋଲିବ ଓଡ଼ିଶାର କିଛି ଦର୍ଶନୀୟ ସ୍ଥାନ

ଆଜି ୨୨୯ କରୋନା ଆକ୍ରାନ୍ତ ସୁସ୍ଥ; ଗଂଜାମରୁ ସର୍ବାଧିକ

କେନ୍ ଭିତରେ ମୁଣ୍ଡ ଫସି ଛଟପଟ ହେଉଥିଲା ନାଗ; ଟିଣକୁ କାଟିବା ପରେ…

ବାହାଘର ଖୁସିରେ ଭୁଲିଗଲେ ନିୟମ; ଫାଇନ୍‌ ସହ ଥାନାରେ ମାମଲା

୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

କରୋନାର କରାଳ ରୂପ: ୪ ଦିନରେ ୯ ମୃତ, ୧୫୩୬ ଆକ୍ରାନ୍ତ

ଦୀପ୍ତିଜ୍ୟୋତି, ଆଦ୍ୟାଶା ପିନ୍ଧିଲେ ରଜ ରାଜକୁମାରୀ ମୁକୁଟ

ପଣ୍ୟ କାରବାରରେ ୧ ନମ୍ବର ପାରାଦୀପ ବନ୍ଦର

ଭୁବନେଶ୍ୱରରୁ ୪୫ କରୋନା ଆକ୍ରାନ୍ତ ଚିହ୍ନଟ; ୩୧ ସୁସ୍ଥ

‘ହୀରାକୁଦ୍ ଡ୍ୟାମ୍ ପାଣି ପରିଚାଳନା ଭଳି ହେଉଛି କରୋନା ମ୍ୟାନେଜ୍‌ମେଣ୍ଟ’

You might also like